ଭୁବନେଶ୍ୱର, (ଏସ୍ ନ୍ୟୁଜ): ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ । ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୫୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୧୬ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୪୪୨ ଜଣ ଲୋକାଲ କେସ୍ ରହିଛନ୍ତି ।