ଭୁବନେଶ୍ୱର: ରାଜ୍ୟରେ ଶୀତର ଲହର ଆରମ୍ଭ ହୋଇଥିବା ବେଳେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ଏହି ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଏହା ପଶ୍ଚିମ ଓ ଉତର ପଶ୍ଚିମ ଦିଗରେ ଗତି କରି ଏହା ଅବପାତର ରୂପ ନେଇପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ସୂଚନା ଦେଇଛି ।