ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ନୂଆଦିଲ୍ଲୀ : ରାଜ୍ୟରେ ୧୧ତାରିଖରୁ ପାଣିପାଗ ବିଗିଡିବାର ସମ୍ଭାବନା ରହିଛି । ରାଜ୍ୟରେ ଜାନୁଆରୀ ୧୧ ଓ ୧୨ ପାଇଁ ରାଜ୍ୟରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ରାଜ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ ହୋଇପାରେ । ଏପରିକି ବିଦ୍ୟୁତ ଯୋଗାଣରେ ବାଧା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏସେହିଭଳି ବିହାର, ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗରେ ୧୧ ତାରିଖରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ୟେଲୋ ଆଲର୍ଟ ଜାରି କରାଯାଇଛି ।