୨୫ରୁ କଟକରେ ହେବ ଓଡ଼ିଶା ଓପନ ବ୍ୟାଡ ମିଣ୍ଟନ ଟୁର୍ଣ୍ଣାମେଣ୍ଟ By Shaksi News Last updated Jan 21, 2022 0 ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୨୫ରୁ ଆରମ୍ଭ ହେବ ଓଡ଼ିଶା ଓପନ ବ୍ୟାଡ ମିଣ୍ଟନ ଟୁର୍ଣ୍ଣାମେଣ୍ଟ । କଟକ ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମ୍ରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ ହେବ । ଏହି ଟୁର୍ଣ୍ଣାମେଣ୍ଟରେ ୧୮ ଦେଶର ୩ ଶହରୁ ଅଧିକ ପ୍ରତିଯୋଗୀ ଭାଗ ନେବା ନେଇ ସୂଚନା ମିଳିଛି । Continue Reading #shaksinewsOdishaOdisha Open Badmintonsports 0 Share