କ୍ବାଡ୍ ସମ୍ମିଳନୀରେ ସାମିଲ ହେବେ ଜୟଶଙ୍କର By Shaksi News On Feb 10, 2022 0 ମେଲବୋର୍ଣ୍ଣ : ଆସନ୍ତାକାଲି (ଶୁକ୍ରବାର) ଅନୁଷ୍ଠିତ ହେବାକୁ ଯାଉଛି ଚତୁର୍ଥ କ୍ବାର୍ଡ ସମ୍ମିଳନୀ। ଏନେଇ ଅଷ୍ଟ୍ରେଲିଆ ଗସ୍ତରେ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ଏହି ସମ୍ମିଳନୀରେ କୋରୋନା ମହାମାରୀ, କ୍ରିଟିକାଲ ଟେକ୍ନେଲୋଜି, ଚୀନ ଏବଂ ଜଳବାୟୁ ପରିବର୍ତ୍ତନ ଭଳି ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍କରେ ଆଲୋଚନା ହେବ। ଆହୁରି ପଢ଼ନ୍ତୁ... ତୁରୁମୁଙ୍ଗା ଗିରିଜା ଶଙ୍କର… Jun 19, 2026 ଓଡିଆ ଦୈନିକ ସମ୍ବାଦପତ୍ର ପ୍ରତିକାର… Jun 18, 2026 ଗଞ୍ଜାମ ଜିଲ୍ଲା ମଶା ଦାଉରେ… Jun 17, 2026 ଗଞ୍ଜାମ ଜିଲ୍ଲା ଦୁର୍ନୀତି… Jun 17, 2026 ଭାରତ ସମେତ ଅଷ୍ଟ୍ରେଲିଆ, ଜାପାନ ଓ ଆମେରିକାର ବୈଦେଶିକ ମନ୍ତ୍ରୀ ଏହି ବୈଠକରେ ସାମିଲ ହେବେ। ଫେବୃଆରୀ ୧୨ରେ ଜୟଶଙ୍କର ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀଙ୍କ ସହ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। Continue Reading # shaksinewsbreaking newsquad conferences jayashankar 0 Share