ଆସନ୍ତାକାଲି ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ ଆସନ୍ତାକାଲି ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ….. By Shaksi News On Apr 26, 2022 0 ପୁରୀ: ଆସନ୍ତାକାଲି ଭକ୍ତଙ୍କ ପାଇଁ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ବୁଧବାର ବୈଶାଖ କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ପରେ ଆପାତତଃ ଦିନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। Continue Reading #shaksinewsOdishaPuristatenews 0 Share