ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୭,୦୯୨କରୋନା ପଜିଟିଭ୍ ଚିହ୍ନଟ
ଏନେଇ ସୂଚନା ଦିଆଯାଇଥିବା ବେଳେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି…
ନୂଆଦିଲ୍ଲୀ: ଦେଶରେ ଦେଶରେ କମୁନି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ ଦେଶରେ କରୋନା ସଂକ୍ରମଣ ୧୭ ହଜାର ଉପରେ ରହୁଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୭ହଜାର ୯୨ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦିଆଯାଇଥିବା ବେଳେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ହେଉଛି । ଗୋଟିଏ ଦିନରେ ଦେଶରେ ୨୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।