ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ୨ଶହ ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ । ଗତକାଲି ସାରା ରାଜ୍ୟରୁ ୨୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ସାମନ୍ୟ ସଂକ୍ରମଣ ହ୍ରାସ ପାଇଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୯୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୬୮ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୫ଜଣ ପଜିଟିଭ୍ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟ164 more corona cases detected in the state164 more corona cases detected in the stateରେ ମୋଟ୍ ସକ୍ରିୟ କରୋନା ମାମଲା ୧୪୩୯ ରହିଛି ।