ଧାମନଗର: ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ଦିନ । ଏହା ସହ ଅକ୍ଟୋବର ୧୭ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ବୋଲଲି ବିଜ୍ଞପ୍ତି ପ୍ରକାଶ ପାଇଛି ।
ଆହୁରି ପଢ଼ନ୍ତୁ...
Prev Post
Next Post