ମିଲାଦ-ଉନ୍- ନବୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ By Shaksi News On Oct 10, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଲାଦ-ଉନ-ନବୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଆହୁରି ପଢ଼ନ୍ତୁ... ନାବାଳିକାଙ୍କୁ ଦୁଷ୍କର୍ମ Sep 18, 2026 ରୋହିତଙ୍କ ରେକର୍ଡ ଭାଙ୍ଗି ଇତିହାସ… Sep 18, 2026 କ୍ରିକେଟର ପୃଥ୍ୱୀ ଶ’ ଓ ଆକୃତି… Sep 18, 2026 ଡାର୍କ ଚକୋଲେଟ୍ ସ୍ୱାସ୍ଥ୍ୟ ପାଇଁ… Sep 18, 2026 ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ମିଲାଦ-ଉନ-ନବୀରେ ସମସ୍ତଙ୍କୁ ଶୁଭେଚ୍ଛା । ଏହି ଅବସରରେ ଆମ ସମାଜରେ ଶାନ୍ତି, ଏକତା ଏବଂ କରୁଣାର ଆବେଗ ଆଗକୁ ବଢାଇବା । ଇଦ୍ ମୁବାରକ ।” Continue Reading #National-International#shaksinews 0 Share