ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ By Shaksi News On Oct 19, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଆହୁରି ପଢ଼ନ୍ତୁ... ସମବାୟ ସଦସ୍ୟତା ମହାଅଭିଯାନ… Sep 25, 2026 ରାତିରେ ଶୋଇବା ପୂର୍ବରୁ ଦୁଇଟି… Sep 25, 2026 ଘରେ ପଶିଲା ମହାବଳ ବାଘ, ଆତଙ୍କିତ… Sep 25, 2026 ଭୁବନେଶ୍ୱର ଜିଲ୍ଲା… Sep 25, 2026 ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି; “ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣା ପାଇଁ ଦୁଃଖିତ । ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି: ପ୍ରଧାନମନ୍ତ୍ରୀ ନରେନଦ୍ର ମୋଦୀ ।” Continue Reading #National-International#shaksinewsPIB Bhubaneswar 0 Share