ପୁରୀ : ଆଜି କାର୍ତ୍ତିକ – କୃଷ୍ଣ ନବମୀ ତିଥିରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ହେବ। ଏହାସହ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୫ଟା ରୁ ରାତି ୧୦ ଟା ଯାଏଁ ଏହି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବା ସହ ଏକ ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ଥାଏ।
Prev Post
Next Post