ଜମ୍ମୁ ଓ କଶ୍ମୀରରେ ଡାକ୍ତରୀ ଶିକ୍ଷାର ନୂଆ ଯୁଗକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା By Shaksi News On Nov 9, 2022 0 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ ଓ କଶ୍ମୀରରେ ଡାକ୍ତରୀ ଶିକ୍ଷାର ନୂଆ ଯୁଗକୁ ପ୍ରଶଂସା କରିଛନ୍ତି । ଜମ୍ମୁ ଓ କଶ୍ମୀରରେ ଚିକିତ୍ସା ଭିତ୍ତିଭୂମିକୁ ସୁଦୃଢ କରିବା ସହ ଯୁବପୀଢିଙ୍କ ସଶକ୍ତିକରଣ ପାଇଁ ୨୦ଟି ଜିଲ୍ଲା ସରକାରୀ ଡାକ୍ତରଖାନାରେ ୨୬୫ ଡିଏନବି ସ୍ନାତକୋତ୍ତର ସିଟ୍ ଖୋଲିବା ପାଇଁ ସରକାରଙ୍କ ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି । ଆହୁରି ପଢ଼ନ୍ତୁ... ମେଜର ସୋମନାଥ ଶର୍ମାଙ୍କ ଜନ୍ମତିଥି Jan 31, 2026 ସୁନ୍ଦରପଦା ବୋମା ବିସ୍ଫୋରଣ ଘଟଣା:… Jan 31, 2026 ଏବେ ନିର୍ବାଚନ ହେଲେ ଏନ୍ଡିଏ ପାଇବ… Jan 31, 2026 ଆମ ଜାଣତରେ ସତୀ ଅସତୀ ସତୀପ୍ରଥା Jan 31, 2026 କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟଙ୍କ ଏକ ଟ୍ୱିଟକୁ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି; “ଜମ୍ମୁ ଓ କଶ୍ମୀରରେ ଚିକିତ୍ସା ଭିତ୍ତିଭୂମି ସୁଦୃଢ କରିବା ସହ ଯୁବପୀଢିଙ୍କ ସଶକ୍ତିକରଣ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।” Continue Reading #National-International#shaksinewsPM hails new era of medical education in Jammu and Kashmir 0 Share