ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେଲେ ଚେତନ ଶର୍ମା By Shaksi News On Feb 17, 2023 0 ମୁମ୍ବଇ : ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ପଦରୁ ଚେତନ ଶର୍ମା ଇସ୍ତଫା ଦେଇଛନ୍ତି । ବିସିସିଆଇ ସଂପାଦକ ଜୟ ଶାହାଙ୍କ ପାଖକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି । ଏକ ବିବାଦୀୟ ମନ୍ତବ୍ୟକୁ ନେଇ ସେ ଚର୍ଚ୍ଚାରେ ଥିଲେ। ଜୟ ଶାହା ମଧ୍ୟ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିଥିବା ଜଣାପଡିଛି । Continue Reading #shaksinewsBcciOdishasportsnews 0 Share