ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ

ପିଆଇବି, ଭୁବେନେଶ୍ଵର : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଆଜି ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ @myogiadityanath ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।”