ପିଆଇବି, ଭୁବେନେଶ୍ଵର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଛତିଶଗଡର ବିଳାସପୁରରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ।
ଅରୁଣ ସାଓଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଛତିଶଗଡର ବିଳାସପୁରର ଏହି ଲୋକମାନଙ୍କ ଖୁସିରେ ସାରା ଦେଶ ସାମିଲ ହୋଇଛି! ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାର ଏହି ସଫଳତା ବେଶ ଉତ୍ସାହପ୍ରଦ ।”