୮ ତାରିଖରୁ ପୁଣି ବର୍ଷା ବଢିବା ସମ୍ଭାବନା By Shaksi News On Apr 4, 2023 0 ଭୁବନେଶ୍ୱର: ରାଜ୍ୟରେ କମିଲା ବର୍ଷା ଓ ବଢ଼ିଲା ତାପମାତ୍ରା । ଆସନ୍ତା ଦୁଇ ଦିନରେ ୨ରୁ ୪ ଡିଗ୍ରୀ ବଢ଼ିଯିବ ପାରଦ । ୮ ତାରିଖରୁ ପୁଣି ବର୍ଷା ବଢିବ ବୋଲି ଅନୁମାନ କରାଯାଉଛି । ଏନେଇ ୧୨ ଜିଲ୍ଲାରେ କାଳବୈଶାଖୀ ଆଲର୍ଟ କରିଛି ପାଣିପାଗ ବିଭାଗ । ଆହୁରି ପଢ଼ନ୍ତୁ... ତୁରୁମୁଙ୍ଗା ଗିରିଜା ଶଙ୍କର… Jun 19, 2026 ଓଡିଆ ଦୈନିକ ସମ୍ବାଦପତ୍ର ପ୍ରତିକାର… Jun 18, 2026 ଗଞ୍ଜାମ ଜିଲ୍ଲା ମଶା ଦାଉରେ… Jun 17, 2026 ଗଞ୍ଜାମ ଜିଲ୍ଲା ଦୁର୍ନୀତି… Jun 17, 2026 ଅନ୍ୟପଟେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବ । ଅପରାହ୍ନ ବେଳକୁ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ପାଗ ସମ୍ପୂର୍ଣ୍ଣ ଶୁଖିଲା ଓ ଖରାଟିଆ ରହିବ । ରାଜ୍ୟର ତାପମାତ୍ରା ଏହି ସମୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । Continue Reading #shaksinewsOdisharainstatenews 0 Share