ଦହି ଲସିର ଲାଭଦାୟକ ଗୁଣ ଜାଣନ୍ତୁ

ଶରୀରକୁ ଆବଶ୍ୟକ ପରିମାଣରେ ଶକ୍ତି ଯୋଗାଇଥାଏ….

ଖରାଦିନରେ କିଛି ସ୍ୱତନ୍ତ୍ର ପାନୀୟ ପିଇବା ନିତ।ନ୍ତ ଆବଶ୍ୟକ। ଏହାଦ୍ୱାରା ପେଟ ଥଣ୍ଡା ରହିବା ସହ ପେଟ ଜନିତ ବହୁ ସମସ୍ୟା ଦୂର ହୋଇଥାଏ ଖରାଦିନରେ ବିଶେଷ କରି ଦହି ଲସି ଓ ସରବତ ପିଇବା ଖୁବ ଲାଭଦାୟକ।

ଖରାଦିନରେ ଦହି ପିଇବା ଦ୍ୱାରା ପେଟ ଥଣ୍ଡାସହ ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ।ଯେଉଁମାନଙ୍କ ଅନିଦ୍ରା ଜନିତ ସମସ୍ୟା ରହିଛି, ସେମାନେ ଦହି ପିଇବା ଖୁବ ହିତକାରକ।

ଦହିରେ ଉତ୍ତମ ବ୍ୟାକ୍ଟେରିଆ ରହିଥିବାରୁ ଏହା ସ୍ୱାସ୍ଥ୍ୟ ପାଇଁ ଉପକାରୀ ହେବା ସହ ଖାଦ୍ୟ ହଜମ ହେବା ସହ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ସହ ଶରୀରକୁ ଆବଶ୍ୟକ ପରିମାଣରେ ଶକ୍ତି ଯୋଗାଇଥାଏ।