ବିଜେଡିରୁ ସସ୍‌ପେଣ୍ଡ ହେଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ

ବାଲେଶ୍ୱର (ଏସ ନ୍ୟୁଜ ) : ଜୀବନ ପ୍ରଦୀପ ଦାସ ବିଜେଡିରୁ ସସ୍‌ପେଣ୍ଡ ହୋଇଛନ୍ତି। ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ଦଳରୁ ସସ୍‌ପେଣ୍ଡ କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି।