ନୂଆଦିଲ୍ଲୀ : ତୁର୍କୀର ସିବରୀସରେ ଆଜି ସକାଳେ ଭୂକମ୍ପ ଝଟକା ଅନୁଭବ ହୋଇଛି। ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଭୂକମ୍ପର ଝଟକା ସକାଳ ୫ଟା ୩୦ ଥିବା ବେଳେ ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୪ ରେଡର୍କ କରାଯାଇଛି। ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇ ନାହିଁ ବୋଲି ସୂଚନା ମିଳିଛି।

Next Post
Recover your password.
A password will be e-mailed to you.