ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ନେପାଳ ପ୍ରଧାନମନ୍ତ୍ରୀ ଶ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ପତ୍ନୀ ଶ୍ରୀମତୀ ସୀତା ଦହଲଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିବା ସହ ନେପାଳ ପ୍ରଧାନମନ୍ତ୍ରୀଙ୍କୁ ଆନ୍ତରିକ ସମବେଦନା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଶ୍ରୀମତୀ ସୀତା ଦହଲଙ୍କ ବିୟୋଗ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖିତ । @cmprachandaଙ୍କୁ ଆନ୍ତରିକ ସମବେଦନା ଜଣାଉଛି ଓ ଦିବଂଗତ ଆତ୍ମା ଚିରଶାନ୍ତି ଲାଭ କରୁ ବୋଲି ପ୍ରାର୍ଥନା କରୁଛି । ଓମ ଶାନ୍ତି ।”