ପିଆଇବି/ଭୁବନେଶ୍ୱର: ସିକ୍କିମ ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ଆଚାର୍ଯ୍ୟ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରାଯାଇଛି:
‘ସିକ୍କିମ ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’