ଏହାର ଶରୀରକୁ ଓଦାଳିଆ ରଖିବା ଓ ପୁଷ୍ଟିକର ଗୁଣ ଯୋଗୁଁ ଏହାକୁ ପ୍ରତିଦିନ ଚର୍ମରେ ବ୍ୟବହାର କଲେ ବି ଚଳିବ।ଶୁଷ୍କ କିମ୍ବା ସୁକ୍ଷ୍ମ ଚର୍ମ ପାଇଁ ଏହା ଏକ ଭଲ ବିକଳ୍ପ। କାରଣ ଏଥିରେ ଫ୍ୟାଟି ଏସିଡ୍ ଭରପୂର ରହିଛି, ଯାହା ଚର୍ମକୁ ମଶ୍ଚରାଇଜ୍ ଏବଂ କୋମଳ କରିଥାଏ।
ଜଡ଼ା ତେଲରେ ଥିବା ଆଣ୍ଟିଅକ୍ସିଡାଣ୍ଟଗୁଡିକ ବାର୍ଦ୍ଧକ୍ୟର ପ୍ରଭାବକୁ ହ୍ରାସ କରିପାରେ।ମୁଖର କୁଞ୍ଚନ ପାଇଁ ଜଡ଼ା ତେଲ ଏକ ପ୍ରାକୃତିକ ଏବଂ ଶସ୍ତା ଚିକିତ୍ସା। ଏହା ଚର୍ମକୁ ତେଲିଆ ରଖିଥାଏ।