ଭୁବନେଶ୍ୱର (ଏସ୍ ନ୍ୟୁଜ) : ବିଜେପି ନେତ୍ରୀ ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଦିଆଗଲା ନୂଆ ଦାୟିତ୍ୱ । ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ତରଫରୁ ପ୍ରତିନିଧିତ୍ୱ କରିବେ ବିଜେପି ସାଂସଦ ଅପରାଜିତା । ଆଗାମୀ ୩ ବର୍ଷ ଲାଗି ପ୍ରତିନିଧିତ୍ୱ କରିବେ ଅପରାଜିତା । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି ।