ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୬,୩୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୭ ମୃତ୍ୟୁ ବରଣ କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନେଇ ସୂଚନା ଦେଇଛନ୍ତି।
ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୯.୩୨ ପହଞ୍ଚିଛି।
କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧୪୪, ୦୯୬ରେ ପହଞ୍ଚିଛି। ସେହିଭଳି, ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୯,୩୨,୫୪୮ରେ ପହଞ୍ଚିଛି। ଗତକାଲିର ସଂକ୍ରମଣ ସଂଖ୍ୟା ଠାରୁ ଆଜିର ସଂକ୍ରମଣ ସଂଖ୍ୟା ପ୍ରାୟ ୨୦% ଅଧିକ।