ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ବିମାନବନ୍ଦରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ …

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ପହଞ୍ଚିଲେ । ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି ସ୍ବାଗତ କଲେ

କଟକ, ଭୁବନେଶ୍ବର ଓ ଅନ୍ୟ ସ୍ଥାନରେ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ । ଦିନିକିଆ ଗସ୍ତରେ ଆସିଛନ୍ତି ଶାହ ।