ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ଆସନ୍ତା ୧୦ତାରିଖ

୧୦ତାରିଖ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ହେବନି…

ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ଆସନ୍ତା ୧୦ତାରିଖ, ସୋମବାର ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ୧୦ତାରିଖ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ହେବନି।