ବଜେଟ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ
ରାଜ୍ୟରେ ବଢ଼ିଛି ମୁଣ୍ଡପିଛା ଆୟ
-ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ
-୨୦୨୫-୨୬ ରେ ରାଜ୍ୟର ମୁଣ୍ଡପିଛା ଆୟରେ ୯.୨% ଅଭିବୃଦ୍ଧି
-ଜାତୀୟ ଅଭିବୃଦ୍ଧି ହାର ୬.୯ ଥିବା ବେଳେ ଓଡ଼ିଶାରେ ଅଭିବୃଦ୍ଧି ହାର ୯.୨%
-୯.୨ % ଅଭିବୃଦ୍ଧି ସହ ରାଜ୍ୟରେ ମୁଣ୍ଡପିଛା ଆୟ ୧,୮୬,୭୬୧ ଟଙ୍କା
-ଅର୍ଥବ୍ୟବସ୍ଥାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅବଦାନ ଜାତୀୟ ହାରରୁ ଅଧିକ
-ଜାତୀୟ ଅବଦାନ ୧୬.୮% ଥିବା ବେଳେ ରାଜ୍ୟର ଅବଦାନ ୧୯.୬% ରହିଛି
-ଜାତୀୟ ଅଭିବୃଦ୍ଧି ହାର ୩.୧ ଥିବା ବେଳେ ଓଡ଼ିଶାର ଅଭିବୃଦ୍ଧି ହାର ୫.୩%
-ଜିଏସଡିପିରେ ମଧ୍ୟ ୯.୫%ର ଅଭିବୃଦ୍ଧି ଦେଖିବାକୁ ମିଳିଛି
-୯ ଲକ୍ଷ କୋଟିରୁ ବୃଦ୍ଧି ପାଇ ଜିଏସଡିପି ୯.୯ ଲକ୍ଷ କୋଟିରେ ପହଞ୍ଚିଛି
-ବାସ୍ତବ ଅଭିବୃଦ୍ଧି ହାର ମଧ୍ୟ ଜାତୀୟ ହାର ଠାରୁ ଆଗରେ
-ଜାତୀୟ ହାର ୭.୪ ରହିଥିବା ବେଳେ ଓଡ଼ିଶାର ହାର ୭.୯% ଆକଳନ କରାଯାଇଛି
-୫%ରୁ ବୃଦ୍ଧି ପାଇ ପୁଞ୍ଜି ବ୍ୟବୟବରାଦ ୬.୬%ରେ ପହଞ୍ଚିବା ଟାର୍ଗେଟ୍
-ଓଡ଼ିଶାର ଋଣ ଓ ଜିଏସଡିପି ଅନୁପାତ ୧୩.୬% ରହିବା ନେଇ ଆକଳନ