ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ଘରେ ଇଡି ରେଡ୍

ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ଚଢ଼ାଉ…

ଭୁବନେଶ୍ୱର: ଖଣି ମାଲିକ ଜିତୁ ପଟ୍ଟନାୟକଙ୍କ ଘରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି । ମନି ଲଣ୍ଟ୍ରିଂ ମାମଲାରେ ଇଡି ଚଢ଼ାଉ କରିଥିବା ଜଣାପଡିଛି । ଭୁବନେଶ୍ୱରର ୨ଟି ଓ ଯୋଡ଼ାର ୨ଟି ସ୍ଥାନରେ ରେଡ୍ ହୋଇଥିବା ଜଣାପଡିଛି । କ୍ୱିନରୁ ବର୍ତ୍ତମାନ ସୁଦ୍ଧା କେତେ ସମ୍ପତ୍ତି ଜବତ ହୋଇଛି, ସେନେଇ କୌଣସି ସୂଚନା ମିଳିନାହିଁ ।