ଜାମ୍ମୁ କାଶ୍ମୀରରେ ବାଦଲ ଫଟା ବର୍ଷା: ୪ ମୃତ

ଜାମ୍ମୁକାଶ୍ମୀର: ଜାମ୍ମୁ କାଶ୍ମୀରରେ ପ୍ରବଳ ବର୍ଷା ଲୋକଙ୍କ ଅବସ୍ଥାକୁ ଶୋଚନୀୟ କରିଦେଇଛି । ଏହାସହ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ୩୦ରୁ ଅଧିକ ଲୋକ ନିଖୋଜ ହୋଇଯାଇଛନ୍ତି । ଘର ନଷ୍ଟ ହେବା ବ୍ୟାପକ କ୍ଷୟକ୍ଷତି ହୋଇଛି । ଏପର୍ଯ୍ୟନ୍ତ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେନା ସହାୟତାରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି ।