ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ By Shaksi News On May 10, 2023 ଭୁବନେଶ୍ୱର : ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୁରୀ ଠାରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ। ଏନେଇ ଆଜି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ପକ୍ଷରୁ ଆଜି ସୂଚନା ମିଳିଛି। Continue Reading OdishaPM Modistatenews Share