ଗୁରମିତ ହୋଟେଲରେ ଶ୍ରମିକ ଙ୍କ ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ

ଝାରସୁଗୁଡ଼ାର ରେଳ ଷ୍ଟେସନ ସମ୍ମୁଖରେ ଥିବା ଗୁରମିତ ହୋଟେଲରେ ଶ୍ରମିକ ଭାବେ କାମ କରୁଥିଲେତେବେ ,ସ୍ଥାନୀୟ କକ୍ସ କଲୋନିର ରାଜୁ କୁମାର(୨୮)ବିଦ୍ୟୁତ୍‌ ଆଘାତରେ ଆହତ ହେଇଯାଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ଡାକ୍ତର ତାଙ୍କୁ ମୃତ ଘୋଷଣା କରିଲେ । ଏହି ଘଟଣାରେ ଜିଆର୍‌ପି ପୁଲିସ୍‌ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ କୁ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି ।