୧୮ତମ ଲୋକସଭାର ପ୍ରଥମ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି ।…