ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି ଜିଲ୍ଲାରେ ପ୍ରବେଶ କରିଛି । ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି…