ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚିଠିରେ ୟୁକ୍ରେନ ଫେରନ୍ତା ଡାକ୍ତରୀ…