ସରକାରୀ ବିଦ୍ୟାଳୟକୁ ପୋଷ୍ୟ ବିଦ୍ୟାଳୟ ଭାବରେ ଗ୍ରହଣ କରିବା ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଏସ୍ ନ୍ୟୁଜ): ଆମ ସାମାଜିକ ଜୀବନର ଅୟମାରମ୍ଭ ହୋଇଥାଏ ବିଦ୍ୟାଳୟରୁ । ଶିକ୍ଷା ହିଁ ସଭ୍ୟତା ଓ ସଂସ୍କାରକୁ ଆଗକୁ ନେଇଥାଏ ଏବଂ