ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୭୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର :  ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏବେ ଏହା ଦୈନିକ ୫୦୦ ଉପରେ ରହୁଛି ।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୬୯ରେ ପହଞ୍ଚିଛି ।