ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ଦିନକରେ ଆଉ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୮୩୪କୁ ବୃଦ୍ଧି ପାଇଛି। ସେହିପରି ଆଉ ୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟର ୨୨ ଜିଲ୍ଲା କରୋନା ମୁକ୍ତ ରହିଛି। ମାତ୍ର ୮ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏକ ଅଙ୍କରେ ସୀମିତ ରହିଛି । ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୫ ରହିଛି ।
Prev Post
Next Post