ଦେଶରେ ଆଉ ୧୨,୭୮୧ କରୋନା ସଂକ୍ରମିତ ଚିହ୍ନଟ ଦେଶରେ କମୁନି କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ସଂକ୍ରମଣ… By Shaksi News Last updated Jun 20, 2022 0 ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ସଂକ୍ରମଣ ବଢ଼ିବାରେ ଲାଗିଛି । ଗତ କିଛି ଦିନ ହେବ ଦେଶରେ ୧୨ ହଜାର ତଳକୁ ସଂକ୍ରମଣ ଖସୁନଥିବା ଦେଖିବାକୁ ମିଳୁଛି । ଆଜି ପୁଣି ଦେଶରେ ୧୨ହଜାର ୭୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆହୁରି ପଢ଼ନ୍ତୁ... ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା… Mar 21, 2026 ୬ଟି ପ୍ରକଳ୍ପକୁ ରାଜ୍ୟ ବନ୍ୟପ୍ରାଣୀ… Mar 21, 2026 ମାର୍ଚ୍ଚ ୨୫ରୁ ଶ୍ରୀମନ୍ଦିର… Mar 21, 2026 ଦୁଇମାସରେ ୧୩୪୬ କୋଟିର ଗଞ୍ଜେଇ ଜବତ Mar 21, 2026 କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୧୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୭୫ ହଜାର ଟପିଛି ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୭୬, ୭୦୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । Continue Reading #coronavirus#National-International#Shaksi News 0 Share