୨୪ ଘଣ୍ଟାରେ ଦେଶରେ ୯୪୯ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ପୁଣି ୧୦୦୦ରୁ କମ୍‌ ରହିଥିବା ଜଣାପଡ଼ିଛି।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୪୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬ମୃତ୍ୟୁ ରେକର୍ଡ କରାଯାଇଛି।