ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ହଜାର ୩୬୪ କରୋନା ପଜିଟିଭ୍‌ ଚିହ୍ନଟ

ଦେଶରେ ଗତକାଲି ତୁଳନାରେ କରୋନା ସଂକ୍ରମଣ…

ଦେଶରେ ଗତକାଲି ତୁଳନାରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ହଜାର ୩୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ କରୋନା ଯୋଗୁ ସାରା ଦେଶରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । କରୋନାରୁ ଗତ ୨୪ ଘଣ୍ଟାରେ ୨,୫୮୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୪୧୯ ରହିଛି ।