ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି…

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୧୨୯କୁ ବୃଦ୍ଧି ପାଇଛି ।