ଗତ ୨୪ ଘଣ୍ଟାରେ ଆଉ ୧୮ହଜାର ୮୧୯ ପଜିଟିଭ୍‌ ଚିହ୍ନଟ

ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ ଦେଶରେ କରୋନା…

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ଦେଖିବାକୁ ମିଳିଲାଣି । ଆଜି ଦେଶରେ ଦୈନିକ କରୋନା ସଂକ୍ରମଣ ୧୮ହଜାର ଟପିଛି ।  ଗତ ୨୪ ଘଣ୍ଟାରେ ଆଉ ୧୮ହଜାର ୮୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା​ ଦିଆଯାଇଥିବା ବେଳେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ହେଉଛି । ଗୋଟିଏ ଦିନରେ ଦେଶରେ ୩୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।