ଗତ ୨୪ଘଣ୍ଟାରେ ଦେଶରୁ ଆଉ ୨ହଜାର ୨୨୬ କରୋନା ପଜିଟିଭ୍‌ ଚିହ୍ନଟ

ଦେଶରେ ଆଜି ୨ହଜାର ଉପରେ ଦୈନିକ କରୋନା ସଂକ୍ରମଣ…

ନୂଆଦିଲ୍ଲୀ: ଦେଶରେ ଆଜି ୨ହଜାର ଉପରେ ଦୈନିକ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୨ହଜାର ୨୨୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କରୋନାରୁ ଗତ ୨୪ ଘଣ୍ଟାରେ ୨,୨୦୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪,୯୫୫ ରହିଛି