ରାଜ୍ୟରେ ଗତ ୨୪ ଘାଣ୍ଟ ମଧ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯, ସଙ୍ଗରୋଧରୁ ୪୨ ଓ ସ୍ଥାନୀୟ ୨୭…

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯, ସଙ୍ଗରୋଧରୁ ୪୨ ଓ ସ୍ଥାନୀୟ ୨୭। ୧୦ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୫,ବଲାଙ୍ଗୀର ୧, କଟକ ୧୩, ଜଗତସିଂହପୁର ୧, ଯାଜପୁର ୨, କଳାହାଣ୍ଡି ୧, ଖୋର୍ଦ୍ଧା ୨୬, ପୁରୀ ୨, ସମ୍ବଲପୁର ୪, ସୁନ୍ଦରଗଡ ୮, ଷ୍ଟେଟପୁଲରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।