ଦେଶରେ ୨ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୧ହଜାର ୫୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ କରୋନା ଯୋଗୁ ସାରା ଦେଶରେ ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । କରୋନାରୁ ଗତ ୨୪ ଘଣ୍ଟାରେ ୨,୪୬୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।