ଆଜି ରାଜ୍ୟରୁ ୧୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ

ଆଜି ୧୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ…

ଆଜି ୧୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୪ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୦୪ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୯୮୭ ରହିଥିବା ବେଳେ ୧୩୮ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।