ଭୁବନେଶ୍ୱର,(ସାକ୍ସୀ ନ୍ୟୁଜ୍): ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନାରେ ମାର୍ଚ୍ଚ ୨୯ ଓ ୩୦ ତାରିଖରେ କଳାହାଣ୍ଡି ଜିଲ୍ଲାରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ସ୍ବାସ୍ଥ୍ୟ ଶିବିର। ଏଥିରେ ୟୁରୋଲୋଜି, କାର୍ଡିଓଲୋଜି, ନ୍ୟୁରୋଲୋଜି, ନେଫ୍ରୋଲୋଜି ଇତ୍ୟାଦି ରୋଗର ବିଶେଷଜ୍ଞଙ୍କ ଦ୍ବାରା ଚିକିତ୍ସା ସେବା ପ୍ରଦାନ କରାଯିବ। ଏହି ସ୍ବାସ୍ଥ୍ୟ ଶିବିରରେ ଯୋଗଦେବାକୁ ଅନୁରୋଧ।