ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଦିବସ-୨୦୨୨

ଭୁବନେଶ୍ୱର: ଆଜି ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଦିବସ। ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ୧୨ଟି ସ୍ୱାସ୍ଥ୍ୟ ସେବା ମାଗଣାରେ ଉପଲବ୍ଧ ହେଉଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାର ଲୋକଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ମାଗଣା ସ୍ୱାସ୍ଥ୍ୟସେବା ଗ୍ରାମାଞ୍ଚଳ ଲୋକଙ୍କ ପାଖରେ ପହଞ୍ଚାଇବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ।