ଯେଉଁ ବ୍ୟକ୍ତିଙ୍କର ମୂତ୍ର ଓ ଶ୍ୱସନ ତନ୍ତ୍ର ସଂକ୍ରମିତ ହୋଇଥିବ, ତାଙ୍କ ପକ୍ଷରେ ଷ୍ଟ୍ରୋକର ଆଶଙ୍କା ୨ଗୁଣା ବଢିଯାଏ। ଏକ ଗବେଷଣାରୁ ଜଣାପଡିଛି ଯେ, ରୋଗୀ ଯଦି ବାରମ୍ୱାର ସଂକ୍ରମଣର ଶିକାର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୁଅନ୍ତି ଏବଂ ଅଧିକ ଦିନ ଧରି ଏ ସଂକ୍ରମଣ ଲାଗି ରହେ, ତାହେଲେ କମିବା ବଦଳରେ ଏହାର ପ୍ରଭାବ ବଢି ବଢି ଯାଏ। ଶେଷରେ ରୋଗୀର ମୃତ୍ୟୁ ହୁଏ।
ଆହୁରି ପଢ଼ନ୍ତୁ...